Hindusthan Samachar
Banner 2 गुरुवार, जनवरी 24, 2019 | समय 01:05 Hrs(IST) Sonali Sonali Sonali Singh Bisht

ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବିଜ୍ଞାନମେଳା ଅନୁଷ୍ଠିତ

By HindusthanSamachar | Publish Date: Nov 10 2018 8:24PM
ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବିଜ୍ଞାନମେଳା ଅନୁଷ୍ଠିତ
ନୂଆପଡ଼ା, ୧୦ ନଭେମ୍ବର(ହି.ସ.) - ନୂଆପଡା ଜିଲ୍ଲା ଖଡିଆଳ ବ୍ଲକ ଖୁଦପେଜ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବିଜ୍ଞାନ ମେଲା ଅନୁଷ୍ଠିତ ହୋଇଯାଇଛି । ବିଜ୍ଞାନମେଳାରେ ପରିଚାଳନା କମିଟୀର ସଭାପତି ତୁଲସୀରାମ ମାଝୀ, ସିଆରସିସି ପ୍ରଶାନ୍ତ କୁମାର ପଣ୍ଡା ଯୋଗଦାନ କରି ଛାତ୍ରଛାତ୍ରୀ ମାନଙ୍କୁ ବିଜ୍ଞାନ ପ୍ରକଳ୍ପର ଉପାଦେୟତା ଉପରେ ମତ ରଖିଥିଲେ । ବିଚାରକ ଭାବରେ ବିଜ୍ଞାନ ଶିକ୍ଷକ କମଲ ଲୋଚନ ଶଗରିଆ, ଶିତାରାମ ପ୍ରଧାନ ପରିଚାଳନା କରିଥିବା ବେଲେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସମେତ ସମସ୍ତ ସହକାରୀ ଶିକ୍ଷକ ସହଯୋଗ କରିଥିଲେ । ଛାତ୍ରଛାତ୍ରୀ ମାନଙ୍କ ତରଫରୁ ଶତାଧିକ ପ୍ରକଳ୍ପ ପ୍ରଦର୍ଶିତ କରାଯାଇଥିଲା । ହିନ୍ଦୁସ୍ଥାନ ସମାଚାର/ହେମନ୍ତ/ବୀଣାପାଣି .......................................
image